ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ ଓଡିଶାଦେଶ ବିଦେଶ By Koshala Prabaha On Monday 16th March 2026, 5:35 pm Share ନୂଆଦିଲ୍ଲୀ, (ପିଆଇବି) : ଓଡିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି; ‘‘ଓଡିଶାର ରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।’’ pib news