![ls](https://koshalaprabahalive.com/wp-content/uploads/2024/07/ls.jpg)
କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ବଳଭଦ୍ରପୁର ଗାଁର ଚକ୍ର ଚଣ୍ଡୀ ନାମକ ଜଣେ ବ୍ୟକ୍ତି ଗତକାଲି ସନ୍ଧ୍ୟାରୁ ଛେଳି ପାଇଁ ଗଛର ଡାଳ କାଟିବାକୁ ଯାଇ ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଜଣାପଡିଛି । ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଂଚି ଘଟଣାର ତଦନ୍ତ ଆରମ୍ଭ କରିଛି ।