ରାସ୍ତାରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ଇନୋଭା କାର୍

ନୂଆପଡା : ଗତକାଲି ରାତିରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ବଡ଼ମହେଶ୍ଵର ଠାରେ ରାସ୍ତାରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ଇନୋଭା କାର । ଫଳରେ ଘଟଣା‌ସ୍ଥଳରେ ଇନୋଭା ଗାଡ଼ିର ଜଣେ ମୃତ୍ୟୁ ହୋଇଥିବା ବେଳେ, ଚାରି ଜଣ ଗୁରୁତର ହୋଇଛନ୍ତି । ଆହତଙ୍କୁ ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକ ହେଲେ କୋମନା ଥାନା ଇଚ୍ଛାପୁର ଗାଁର ନବରତ୍ନ ପୋଡ଼ ।

Leave A Reply

Your email address will not be published.