ବଲାଙ୍ଗିର ଜିଲ୍ଲାରେ ଆଜି ୨ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକର ଘୁଚେପାଲି ଗ୍ରା.ପ. ଏବଂ ସଇଁନ୍ତଲା ବ୍ଲକ ଘୁନସର ଗ୍ରା.ପ.ରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି । ଏବେ ଜିଲ୍ଲାରେ ୧୭ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.