
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଘୋଷଣା କରିଛନ୍ତି ଯେ, ନନ୍ଦନ ନିଲେକାନିଙ୍କ ଅଧ୍ୟକ୍ଷତାରେ ପରୀକ୍ଷା ସଂସ୍କାର ଉପରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସ ଗଠନ କରାଯାଇଛି ।
ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ସେୟାର କରିଛନ୍ତି :
“ଶ୍ରୀ ନନ୍ଦନ ନିଲେକାନିଙ୍କ ନେତୃତ୍ୱରେ ପରୀକ୍ଷା ସଂସ୍କାର ଉପରେ ଉଚ୍ଚ କ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସ ଗଠନ କରାଗଲା ।