ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତିଙ୍କୁ ଆରଏସଏସ ମୁଖ୍ୟ ଭେଟିଲେ : ମିଥୁନ ବିଜେପିରେ ଯୋଗଦେବା ନେଇ କଳ୍ପନା ଜଳ୍ପନା ଆରମ୍ଭ

କୋଲକାତା : ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ପାଇଁ ବିଜେପି ଏବଂ ଆରଏସଏସ ସମସ୍ତ ଉଦ୍ୟମ ଜାରି ରଖିଛନ୍ତି । ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତିଙ୍କୁ ଇତି ମଧ୍ୟରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ଭେଟିଛନ୍ତି । ମିଥୁନ ବିଜେପିରେ ଯୋଗଦେବା ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଛି । ତେବେ ମିଥୁନ କିମ୍ବା ବିଜେପି ପକ୍ଷରୁ ଏ ନେଇ କୌଣସି ମନ୍ତବ୍ୟ ଦିଆଯାଇ ନାହିଁ ।

Leave A Reply

Your email address will not be published.