jayashree

ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରୁ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର

ଜୟପାଟଣା, (ଶେଷଦେବ ବେହେରା) : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ ମୁଖିଗୁଡ଼ା ନିକଟରୁ ଜୟପାଟଣା ଅଗ୍ନିଶମ ବିଭାଗ ଏକ ଅଜଣା ଶବ ଉଦ୍ଧାର କରିଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ମୁଖିଗୁଡ଼ା ପୋଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ଖବର ଲେଖା ହେବା ପର୍ଯ୍ୟନ୍ତ ମୃତକଙ୍କ କୌଣସି ପରିଚୟ ମିଳି ନଥିବା ବେଳେ ପୋଲିସ ବିଭିନ୍ନ ଦିଗରେ ତଦନ୍ତ ଆରମ୍ଭ କରିଦେଇଛି ।

Leave A Reply

Your email address will not be published.