pr

ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକଙ୍କୁ ସାକ୍ଷାତ କଲା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଗଠନ

dr. purohit

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ସଞ୍ଜୟ କୁମାର ବିଶ୍ୱାଳଙ୍କୁ ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଗଠନର ଅଧ୍ୟକ୍ଷ ତଥା ନବୀନର ସମ୍ପାଦକ ରବି ରଥ ସାକ୍ଷାତକରି କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ଗୁଡ଼ିକର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ନିର୍ଦ୍ଦେଶକ ଶ୍ରୀ ବିଶ୍ୱାଳ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରଗୁଡ଼ିକ ପ୍ରତି ଦୃଷ୍ଟି ଦିଆଯିବ ବୋଲି ପ୍ରକାଶ କରିବା ସହ ସରକାରଙ୍କ ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ଗଣମାଧ୍ୟମରେ ପ୍ରଚାର ପ୍ରସାର କରିବା ପାଇଁ ସୂଚନା ପ୍ରଦାନ କରିଥିଲେ । ଆଲୋଚନା ବେଳେ ଭୂମିବାର୍ତ୍ତାର ସମ୍ପାଦକ ସ୍ୱଦେଶ ଚନ୍ଦ୍ର ଦାଶ, ଦକ୍ଷତାର ସମ୍ପାଦକ ଜୀବନ୍‌ କୁମାର ଦୀକ୍ଷିତ୍‌, ପରିବର୍ତ୍ତନର ସମ୍ପାଦକ ରମାକାନ୍ତ ପରିଜା ଉପସ୍ଥିତ ଥିଲେ ।

nrusinghnath
Leave A Reply

Your email address will not be published.