ଅନ୍‌ଲାଇନ୍‌ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ର ଓ ଦସ୍ତାବିଜ

ଭୁବନେଶ୍ୱର : ‌ଟ୍ୱିଟ୍‌‌ ଯୋଗେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଅନ୍‌ଲାଇନ୍‌ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ର ଓ ଦସ୍ତାବିଜ ବୋଲି ସୂଚନା ପ୍ରଦାନ କରାଯାଇଛି । ତେବେ ‌ଟ୍ୱିଟରେ ସ୍କୁଲଶିକ୍ଷାରେ ସଂସ୍କାର ଆଣିବା ପରିପ୍ରେକ୍ଷୀରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଥିବା ମଧ୍ୟ କୁଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓକାକର ମିଳିତ ପ୍ରୟାସରେ ଏହା କରାଯିବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.