jayashree

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶା ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ଗୋଟିଏ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି :

‘‘ଓଡ଼ିଶାରରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି ।

Leave A Reply

Your email address will not be published.