ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତ ଶୂନ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତ ଶୂନ୍ୟ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ଜିଲ୍ଳାରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ସଂଖ୍ୟା ମାତ୍ର ୧୦ । ତେବେ ଜିଲ୍ଲାରେ ସମୁଦାୟ ୮୮୧୩ ଜଣ କରୋନାରେ ସଂକ୍ରମିତ ହୋଇିଥିବା ବେଳେ ୮୭୬୨ ଜଣ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.