jayashree

ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଲେ ବୀରମିତ୍ରପୁର ବିଧାୟକ

ବୀରମିତ୍ରପୁର, (କେପିଏନ୍‌ଏସ୍‌) : ବୀରମିତ୍ରପୁର ବିଧାୟକ ରୋହିତ ଜୋସେଫ ତିର୍କୀଙ୍କୁ ବିଜୁ ଜନତା ଦଳର ଆଇଟି ପରିଚାଳନା କମିଟିରେ ସଦସ୍ୟ ଭାବେ ନିଯୁକ୍ତ କରାଯାଇଥିବାରୁ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ତିର୍କୀ କହିଛନ୍ତି ଯେ, ଏହା ତାଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ ଦାୟିତ୍ୱ । ସେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଅତ୍ୟନ୍ତ ଆନ୍ତରିକତାର ସହିତ କାର୍ଯ୍ୟ କରିବେ ଏବଂ ଡିଜିଟାଲ ମାଧ୍ୟମରେ ଦଳର ବାର୍ତ୍ତାକୁ ଲୋକଙ୍କ ନିକଟରେ ପହଞ୍ଚାଇବେ ।

Leave A Reply

Your email address will not be published.