ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : କରୋନା ସଂକ୍ରମଣ ବୃଦ୍ଧି ଯୋଗୁଁ ମହାରାଷ୍ଟ୍ରରେ ପୁଣି ଲକ୍‌ଡାଉନ୍‌ ଆରମ୍ଭ ହୋଇଯାଇଥିବା ବେଳେ ଓଡ଼ିଶାରେ ମଧ୍ୟ କରୋନା ପାଇଁ ସଚେତନତା ଅବଲମ୍ବନ ନିମନ୍ତେ ଜନସାଧାରଣଙ୍କୁ ସଚେତନ କରାଯାଉଥିବା ଦେଖିବାକୁ ମିଳିଛି । ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ବେଳେ ଖପ୍ରାଖୋଲ ବ୍ଲକ ଦମେଇପାଲି ଗ୍ରା.ପ.ରୁ ଆକ୍ରାନ୍ତ ଜଣକ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି ।

Leave A Reply

Your email address will not be published.