ପିକଅପ୍ ଭ୍ୟାନରୁ ୨୦ ଗୋରୁ ଉଦ୍ଧାର, ଡ୍ରାଇଭର ଅଟକ

ଭଦ୍ରକ : ଥମୁନି ବେଆଇନ୍ ଗୋରୁ ଚାଲାଣ । ପୁଣି ଭଦ୍ରକ ଜିଲ୍ଲାରୁ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଜବତ ହୋଇଛି । ଚରମ୍ପା ନିକଟରୁ ଗୋରୁ ବୋଝେଇ ପିକ୍ଅପ୍ ଭ୍ୟାନକୁ ଜବତ କରିଛି ପୋଲିସ୍ । ଭଦ୍ରକରୁ କୋଲକାତା ଚାଲାଣ ବେଳେ ଧରାପଡ଼ିଲା ଗାଡ଼ି । ସେଥିରୁ ୨୦ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ପିକ୍ଅପ୍ ଗାଡ଼ି ସହ ଡ୍ରାଇଭରକୁ ଅଟକ ରଖିଛି ଚରମ୍ପା ପୋଲିସ୍ ।

Leave A Reply

Your email address will not be published.