ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଲୁହୁରାମୁଣ୍ଡା ଗ୍ରା.ପ.ରୁ ଜଣେ କରୋନରେ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ଜିଲ୍ଲାରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୧୭ । ତେବେ ଜିଲ୍ଲାରେ ସମୁଦାୟ ୮୮୩୩ ଜଣ କରୋନାରେ ସଂକ୍ରମିତ ହୋଇିଥିବା ବେଳେ ୮୭୭୪ ଜଣ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.