ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.