jsm

ମୁଖ୍ୟମନ୍ତ୍ରୀ ବିଧାନସଭା ପରିସରରେ ଏବଂ ଭୁବନେ‌ଶ୍ୱର ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେଲେ

csstore

ଭୁବନେ‌ଶ୍ୱର, (କେପିଏନ୍‌ଏସ) : ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୫ତମ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ବିଧାନସଭା ପରିସରରେ ଏବଂ ଭୁବନେ‌ଶ୍ୱର ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପରୁ ଏହି ସୂଚନା ‌ପ୍ରଦାନ କରାଯାଇଛି ।

yuvodaya
Leave A Reply

Your email address will not be published.