ବଲାଙ୍ଗିର ଜିଲ୍ଲାରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ : ଆଜି ସଂକ୍ରମିତଙ୍କ ସଂଖ୍ୟା ଶୂନ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ରହିଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ଶୂନ୍ୟ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଜିଲ୍ଲାରେ ୮୮୫୧ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ୮୭୯୩ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.