ଉଦୟନାଥ ଫର୍ଣ୍ଣିଚରର ୧୬ତମ ଲକି ଡ୍ର’ ଉଠାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର କପସିଲା ରୋଡ଼ସ୍ଥିତ ଉଦୟନାଥ ଫର୍ଣ୍ଣିଚର ତରଫରୁ ଆରମ୍ଭ ହୋଇଥିବା ମାସିକ କିସ୍ତି ଯୋଜନାର ୧୬ତମ ଲକି ଡ୍ର’ ଉଠାଣ ଆଜି ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ପାଟଣାଗଡ଼ର ଦୀପକ ଭୋଇ । ଏହି ଉଠାଣ କାର୍ୟ୍ୟକ୍ରମରେ ରୋହିତ କୁମାର ପଟ୍ଟନାୟକ, ଜଗନ୍ନାଥ ମେହେର, ବିଜୟ କୁମାର ପତି, ରଶ୍ମି ରଞ୍ଜନ ଖୁଣ୍ଟଲା, ଦିନେଶ କୁମାର ଜେନା ଓ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ଥିଲେ ।

Leave A Reply

Your email address will not be published.