ଆସନ୍ତା ଏପ୍ରିଲ ୧୭ରେ ହେବ ପିପିଲି ଉପ-ନିର୍ବାଚନ

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ବିଜେଡିର ବରି‌ଷ୍ଠ ନେତା ତଥା ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ଆସନ ମେଲା ପଡିଥିବା ବେଳେ ଆସନ୍ତା ଏପ୍ରିଲ ୧୭ରେ ହେବ ପିପିଲି ଉପ-ନିର୍ବାଚନ ବୋଲି ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ ରହିଥିବା ବେଳେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ତାରିଖ ଏପ୍ରିଲ ୩ ରହିଛି । ଏପ୍ରିଲ ୧୭ରେ ମତଦାନ ହେବାକୁ ଥିବା ବେଳେ ମେ’ ୨ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ।

Leave A Reply

Your email address will not be published.