pr

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୬୧ : ଆଜି ୮୪ ଆକ୍ରାନ୍ତ ଚିହ୍ନଟ

dr. purohit

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୬୧ ରହିଛି । ଆଜି ୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୫ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୪, ବାଲେଶ୍ୱରରୁ ୧, ବରଗଡ଼ରୁ ୯, ଭଦ୍ରକରୁ ୧, କଟକରୁ ୨୫, ଗଞ୍ଜାମରୁ ୨, ଜଗତସିଂପୁର ୨, ଯାଜପୁରରୁ ୫, କଳାହାଣ୍ଡିରୁ ୩, ଖୋର୍ଦ୍ଧାରୁ ୪, କେରାପୁଟରୁ ୧, ମୟୁରଭଂଜରୁ ୩, ନବରଙ୍ଗପୁର ୧, ପୁରୀରୁ ୩, ରାୟଗଡାରୁ ୫, ସମ୍ବଲପୁରରୁ ୪, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ ପୁଲ୍‌ରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୮୪୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୫୮୫୭ ଜଣ ସୁସ୍ଥ ହୋଇ ସାରିଛନ୍ତି ।

nrusinghnath
Leave A Reply

Your email address will not be published.