ଆଜି ବଲାଙ୍ଗିର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ୍ୟ : ଏକ୍‌ଟିଭ୍‌ ଆକ୍ରାନ୍ତ ୧୨ ଚିକିତ୍ସାଧୀନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ଶୂନ୍ୟ ରହିଛି । ସରକାରୀ ସୂତ୍ର ଅନୁସାରେ ଜିଲ୍ଲାରେ ୧୨ ଜଣ କରୋନ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି । ବଲାଙ୍ଗିର ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୮୮୬୯ ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୮୧୫ ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.