ଅଂଶୁଘାତ ପ୍ରତି ସାବଧାନ ରୁହନ୍ତୁ !

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଅଂଶୁଘାତ ପ୍ରତି ସାବଧାନ ରୁହନ୍ତୁ । ଜରୁରୀ କାମରେ ବାହାରକୁ ଯିବାକୁ ହେଲେ ମୁଣ୍ଡରେ ଓଦା ଗାମୁଛା, ଛତା, ଚପଲ ଏବଂ କଳା ଚଷମା ବ୍ୟବହାର କରନ୍ତୁ । ବାହାରକୁ ଯିବା ସମୟରେ ପାଣି ବୋତଲ ସାଙ୍ଗରେ ନିଅନ୍ତୁ । ଅଂଶୁଘାତରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଯଥାଶୀଘ୍ର ଡାକ୍ତରଖାନା ନେଇ ଚିକିତ୍ସା କରନ୍ତୁ । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.