ବଲାଙ୍ଗିର ଜିଲ୍ଲାରେ ଆଜି ୨ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ଜିଲ୍ଲା ପାଟଣାଗଡ ଏନ୍‌ଏସି ୱାର୍ଡ ନଂ. ୯ରୁ ଜଣେ ଏବଂ ଟିଟିଲାଗଡ ପୌରାଞ୍ଚଳ ୱାର୍ଡ ନଂ. ୬ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଜିଲ୍ଲାରେ ୧୨ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.