ଚାଲିଗଲେ ଲକ୍ଷ୍ମୀପ୍ରିୟା ମହାପାତ୍ର

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଗତକାଲି ରାତିରେ ରାଜ୍ୟର ପ୍ରଥମ ଓଡିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ତାଙ୍କ ମୃତ୍ୟୁ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି ।

Leave A Reply

Your email address will not be published.