କଳିଙ୍ଗ ଷ୍ଟୁଡିଓ ପୁନଃନିର୍ମାଣ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରସ୍ତାବିତ କଳିଙ୍ଗ ଷ୍ଟୁଡିଓ ପୁନଃନିର୍ମାଣ କାର୍ୟ୍ୟ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ । କଳିଙ୍ଗ ଷ୍ଟୁଡିଓକୁ ବିଶ୍ଵସ୍ତରୀୟ ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ୨୦୦ କୋଟି ଟଙ୍କାର ଅର୍ଥ ମଞ୍ଜୁର କରିଛନ୍ତି । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହିି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.