oom

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୪

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୧୩୧୩ ରହିଛି । ଆଜି ୨୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୯୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୩, ବାଲେଶ୍ୱରରୁ ୩, ବରଗଡ଼ରୁ ୨୪, ଭଦ୍ରକରୁ ୮, ବଲାଙ୍ଗିରରୁ ୧୫, କଟକରୁ ୨୯, ଦେବଗଡରୁ ୧, ଢେଙ୍କାନାଲରୁ ୧, ଗଞ୍ଜାମରୁ ୨, ଜଗତସିଂପୁରରୁ ୬, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୭, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୩୨, ମୟୁରଭଞ୍ଜରୁ ୫, ନୟାଗଡରୁ ୧, ନୂଆପଡାରୁ ୩୩, ପୁରୀରୁ ୬, ରାୟଗଡାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡରୁ ୧୫ ଓ ଷ୍ଟେଟପୁଲରୁ ୭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୯୬୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୬୪୦୯ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jittmm
Leave A Reply

Your email address will not be published.