ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକରେ ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । କ୍ୟାଣ୍ଟନମେଣ୍ଟ ରୋଡ ଗୋପବନ୍ଧୁ ଛକରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରିଛନ୍ତି । ଏହାକୁ ମାନବତାର ପ୍ରତିମୂର୍ତ୍ତୀ ନାମରେ ନାମିତ କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.