jayashree

ଅଂଶୁଘାତ ପ୍ରତି ସାବଧାନ !

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଂଶୁଘାତ ପ୍ରତି ସାବଧାନ ରୁହନ୍ତୁ । ଟାଣ ଖରାରେ ବାହାରକୁ ବାହାରନ୍ତୁ ନାହିଁ । ଜରୁରୀ କାର୍ୟ୍ୟରେ ବାହାରକୁ ଗଲେ ମୁଣ୍ଡରେ ଓଦା ଗାମୁଛା, ଛତା, ଚପଲ ଏବଂ କଳା ଚଷମା ବ୍ୟବହାର କରନ୍ତୁ । ଢିଲା ପୋଷାକ ପରିଧାନ କରନ୍ତୁ ଏବଂ ଅଧିକ ପାଣି, ତୋରାଣି ଓ ଘୋଳଦହି ଇତ୍ୟାଦି ପିଅନ୍ତୁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.