ଏଣିକି ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା ଏବଂ ଅପରାହ୍ନ ୩ଟାରୁ ୬ଟା ପର୍ଯ୍ୟନ୍ତ ଟୀକାକରଣ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଅତ୍ୟଧିକ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ କୋଭିଡ୍ ଟୀକାକରଣ ଏଣିକି ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା ଏବଂ ଅପରାହ୍ନ ୩ଟାରୁ ୬ଟା ପର୍ଯ୍ୟନ୍ତ କରାଯିବ । ଟୀକାକରଣ ସେସନ୍ ସାଇଟରେ ୱେଟିଙ୍ଗ୍ ହଲ୍, ଅବଜରଭେସନ୍ ଏବଂ ଟୀକାଦାନ ରୁମ୍ ଏବଂ ପାନୀୟ ଜଳ ଇତ୍ୟାଦି ବ୍ୟବସ୍ଥା କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.