ଜଷ୍ଟିସ ଏନ୍. ଭି. ରମନା ହେବେ ସୁପ୍ରିମ କୋର୍ଟଙ୍କ ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ : ଆସନ୍ତା ୨୩ ତାରିଖରେ ଅବସର ନେବେ ସୁପ୍ରିମ କୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ ବୋବଡେ ଏବଂ ୨୪ ତାରିଖରେ ଜଷ୍ଟିସ ଏନ୍. ଭି. ରମନା ୪୮ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ । ତେବେ ତାଙ୍କ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଧାନ ବିଚାରପତି ପଦବୀରେ ବର୍ଷେ ଚାରି ମାସ ରହିବେ ଜଷ୍ଟିସ ରମନା ।

Leave A Reply

Your email address will not be published.