ଡଃ ଭୀମ ରାଓ ଆମ୍ବେଦକରଙ୍କ ୧୩୦ ଜୟନ୍ତୀରେ ମାଲ୍ୟାର୍ପଣ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସମ୍ବିଧାନ ପ୍ରଣେତା ବାବା ସାହେବ ଡଃ ଭୀମ ରାଓ ଆମ୍ବେଦକରଙ୍କ ୧୩୦ ଜନ୍ମ ଜୟନ୍ତୀରେ ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ,ଏସପି ପଦ୍ମିନୀ ସାହୁ, ଜିଲ୍ଲା ସୂଚନା ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ, ବିଧାୟକ ଦେବେଶ ଆଚାର୍ୟ୍ୟ, ପ୍ରମୁଖ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

Leave A Reply

Your email address will not be published.