କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ଦୁବୃର୍ତ୍ତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଥାନା ଅନ୍ତର୍ଗତ କଲ୍ୟାଣପୁର ଗ୍ରାମର କାମିନି ପ୍ରଧାନଙ୍କ ଘରେ ସୋମବାର ବିଳମ୍ବିତ ରାତିରେ କେତେକ ଦୁବୁର୍ତ୍ତ ଘରର କବାଟ ଭାଙ୍ଗି ଘରେ ପଶିଥିଲେ । ଘରେ ଥିବା ଆଲମାରୀ ଭାଙ୍ଗି ୫ଲକ୍ଷ ଟଙ୍କାର ସୁନା, ରୂପା ଅଳଙ୍କାର ସହିତ ନଗଦ ୨୦ ହଜାର ଟଙ୍କା ଲୁଟି ନେଇଥିବା ଡେଲାଙ୍ଗ ଥାନାରେ କାମିନି ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇବା ପରେ ଡେଲାଙ୍ଗ ଥାନା ଆଇଆଇସି ରଶ୍ମି ରଞ୍ଜନ ପଟ୍ଟନାୟକ ତଦନ୍ତ ଜାରି ରଖିଥବା ଜଣାପଡିଛି ।

Leave A Reply

Your email address will not be published.