୧୭ ଏପ୍ରିଲରୁ ରାଜ୍ୟର ସମ‌ସ୍ତ ସହରା‌ଞ୍ଚଳରେ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୧୭ ଏପ୍ରିଲ (ଶନିବାର) ଠାରୁ ରାଜ୍ୟର ୧୦ଟି ସୀମାନ୍ତ ଜିଲ୍ଲାରେ ସନ୍ଧ୍ୟା ୬ଟାରୁ ସକାଳ ୫ଟା ପର୍ୟ୍ୟନ୍ତ ଏବଂ ଅନ୍ୟ ୨୦ଟି ଜିଲ୍ଲାର ସହରାଞ୍ଚଳରେ ରାତି ୯ଟାରୁ ସକାଳ ୫ଟା ପର୍ୟ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ ସ୍ୱାସ୍ଥ୍ୟ ସେବା, ଅନ୍ୟାନ୍ୟ ଅତ୍ୟାବଶ୍ୟକ ସେବା ଏବଂ ମାଲବାହୀ ଗାଡି ଚଳାଚଳ ପାଇଁ କୌଣସି କଟକଣା ନାହିଁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.