କୋଭିଡ୍ କଟକଣା ଉଲଂଘନ ଅଭିଯୋଗରେ ଭାରତୀୟ ବିଦ୍ୟା ଭବନକୁ ସିଲ୍ କଲା ବିଏମସି

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : କୋଭିଡ୍ କଟକଣା ଉଲଂଘନ ଅଭିଯୋଗରେ ଆଜି ଭୁବନେ‌ଶ୍ୱର ୟୁନିଟ୍-୩ ସ୍ଥିତ ଭାରତୀୟ ବିଦ୍ୟା ଭବନକୁ ବିଏମସି ପକ୍ଷରୁ ସିଲ୍ କରାଯାଇଛି । ତେବେ କୋଭିଡ୍ କଟକଣାକୁ ଉଲଂଘନ କରି ଅଫଲାଇନରେ ଚାଲିଥିଲା ପରୀକ୍ଷା । କୌଣସି ସୂତ୍ରରୁ ଖବର ପାଇ ବିଏମସି ପକ୍ଷରୁ ଚଢାଉ କରାଯାଇ ସିଲ୍ କରାଯାଇଛି । ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।

Leave A Reply

Your email address will not be published.