ବି‌ଶ୍ୱକେଶନ ହରିଚନ୍ଦନ ମହାପାତ୍ର ହେଲେ ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ

ଭୁବନେ‌ଶ୍ୱର : ପିପିଲି ଉପନିର୍ବାଚନ ପାଇଁ ଅଜିତଙ୍କୁ ପ୍ରାର୍ଥୀ କରିଥିଲା କଂଗ୍ରେସ । ଗତ ୧୪ ତାରିଖରେ ରାଜଧାନୀରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଜିତଙ୍କ ମୃତ୍ୟୁ ଘଟିବା ପରେ ନୂଆ ପ୍ରାର୍ଥୀ ଘୋଷଣା କରିଛି ଦଳ । ବି‌ଶ୍ୱକେଶନ ହରିଚନ୍ଦନ ମହାପାତ୍ର ପିପିଲି କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି । ବି‌ଶ୍ୱକେଶନ ନାମରେ ମୋହର ମାରିଛନ୍ତି ସୋନିଆ ଗାନ୍ଧି । ସେ ଜିଲ୍ଲା କଂଗ୍ରେସର ସେବାଦଳର ମୁଖ୍ୟ ସଂଗଠକ ଭାବେ କାର୍ଯ୍ୟ କରୁଛନ୍ତି ।

Leave A Reply

Your email address will not be published.