![om academy](https://koshalaprabahalive.com/wp-content/uploads/2024/05/kkkk.jpg)
ଭୁବନେଶ୍ୱର, (କେପିଏନ୍ଏସ୍) : ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସର ସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତିଙ୍କ ସମେତ ଅନ୍ୟାନ୍ୟ ମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତିଗଣ ପୁଷ୍ପମାଲ୍ୟ ଅର୍ପଣ କରିଥିବା ବେଳେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏଜି ଛକସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି ।
![](https://koshalaprabahalive.com/wp-content/uploads/2021/04/gajapati-maharaj-1024x856.jpg)