କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଲେ ସାମ୍ବାଦିକ ସବନମ୍‌ ଶିରିନ୍‌

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି ସାମ୍ବାଦିକ ସବନମ୍‌ ଶିରିନ୍‌ । ସେ ୨ଦିନ ପୂର୍ବରୁ କୋଭିଡ୍‌ ପିଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ସ୍ଥିତ ଏମସ୍‌ରେ ଚିକିତ୍ସିତ ହେଉଥିଲେ । ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ଘଟିଛି । ଦୂରଦର୍ଶନ ସମେତ ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି ସବନମ୍‌ ଶିରିନ୍‌ ।

Leave A Reply

Your email address will not be published.