jayashree

ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ ଆଜି ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ସେଠୀ ବିଭାଗର ଅଧିକାରୀମାନଙ୍କ ସହ କୋଭିଡ୍ ସଚେତନତା କାର୍ଯ୍ୟ ତଥା ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.