ବଲାଙ୍ଗିର ଜିଲ୍ଲାରେ ୧୯୮ ନୂଆ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ୧୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ମ୍ୟୁନିସିପାଲିଟି ଅଂଚଳରୁ ୧୬ ଜଣ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେହିପରି ଆଗଲପୁର ବ୍ଲକରୁ ୨ ଜଣ, ବଲାଙ୍ଗିର ବ୍ଲକରୁ ୨ ଜଣ, ବଙ୍ଗୋମୁଣ୍ଡା ବ୍ଲକରୁ ଜଣେ, ବେଲପଡ଼ା ବ୍ଲକରୁ ୧୧ ଜଣ, ଦେଓଗାଁ ବ୍ଲକରୁ ୧୧ ଜଣ, ଗୁଡ଼ଭେଲା ବ୍ଲକରୁ ୩ ଜଣ, କଂଟାବାଂଜି ଏନ୍‌ଏସି ଅଂଚଳରୁ ୧୨ ଜଣ, ଖପ୍ରାଖୋଲ ବ୍ଲକରୁ ୫୯ ଜଣ, ଲୋଇସିଂହା ବ୍ଲକରୁ ଜଣେ, ମୁରିବାହାଲ ବ୍ଲକରୁ ଜଣେ, ପାଟଣାଗଡ଼ ବ୍ଲକରୁ ଜଣେ, ପାଟଣାଗଡ଼ ଏନ୍‌ଏସିରୁ ୩୫ ଜଣ, ସଇଁନ୍ତଲା ବ୍ଲକରୁ ଜଣେ, ଟିଟିଲାଗଡ଼ ବ୍ଲକରେ ଜଣେ, ଟିଟିଲାଗଡ଼ ମ୍ୟୁନିସିପାଲିଟି ଅଂଚଳରୁ ଜଣେ ଓ ତୁରେକେଲା ବ୍ଲକରେ ୨୯ ଜଣ ଚିହ୍ନଟ ହୋଇଥିବା ରିପୋର୍ଟରେ କୁହାଯାଇଛି ।

jittmm
Leave A Reply

Your email address will not be published.