ଦେଶରେ ଗତ ୨୪ ଘଣ୍ଟାରେ ୨ଲକ୍ଷ ୬୩ହଜାର ୫୩୩ ନୂଆ ଆକ୍ରାନ୍ତ ଚିହ୍ନଟ : ୪ହଜାର ୩୨୯ ମୃତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୨ଲକ୍ଷ ୬୩ହଜାର ୫୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ହଜାର ୩୨୯ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସାରା ଦେଶରୁ ୪ଲକ୍ଷ ୨୨ହଜାର ୪୩୬ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଦେଶରେ ସୁସ୍ଥଙ୍କ ସଂଖ୍ୟା ୨କୋଟି ୧୫ଲକ୍ଷ ୯୬ହଜାରକୁ ବୃଦ୍ଧି ପାଇଛି । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ରହିଛି ୨କୋଟି ୫୨ଲକ୍ଷ ୨୮ହଜାର ୯୯୬ ।

Leave A Reply

Your email address will not be published.