ଜଗତସିଂହପୁରରେ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଜଗତସିଂହପୁର, (କେପିଏନ୍‌ଏସ୍‌) : ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ପ୍ରସବକାଳୀନ ସମୟ ନିକଟତର ଥିବା ମହିଳାଙ୍କୁ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି । କୋଭିଡ୍ ନିୟମାବଳୀ ପାଳନ ସହ ସମସ୍ତ ସତର୍କତା ଅବଲମ୍ବନ କରାଯାଉଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.