oom

ବିଶ୍ଵ ପରିବେଶ ଦିବସ ଅବସରରେ ବୃକ୍ଷରୋପଣ

jsmm

ଦେଓଗାଁ, (ମନୀଷ କୁମାର ସାହୁ) : ଶନିବାର ଦିନ ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ସଂଘର ମହାସଚିବ ନିରଞ୍ଜନ ବିଶଶଙ୍କ ଆହ୍ୱାନ କ୍ରମେ ବିଭିନ୍ନ ଅଞ୍ଚଳରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦେଓଗାଁ ବ୍ଲକ ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଗୁଡ଼ଖାପଲା ବଜାର ପଡ଼ିଆରେ ବୃକ୍ଷରୋପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ହେମନ୍ତ ମାଝୀ, ତ୍ରିଲୋଚନ ପୂଟା, ବିଜୟ କାଳସାଏ, ରୂପଧର ପୁଟା, ପୁରନ୍ଦର ଭୋଇ, ସୁଶିଲ କାଲସାଏ, କ୍ଷୀରୋଦ୍ର ମାଝୀ, ରାଜୁ ପାତ୍ର, ଇଲୁ ସାହୁ, ରାଜୁ ବିଶ୍ଵାଳ, ଫକିର, ସନୋଜ ପ୍ରମୁଖ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.