କନ୍ଦକେଲଗାଁ ରେଲୱେ ଲାଇନ ନିକଟରେ ଯୁବକଙ୍କ ଆତ୍ମହତ୍ୟା : କାରଣ ଅସ୍ପଷ୍ଟ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେନ୍ଦକେଲଗା ରେଲୱେ ଲାଇନ ନିକଟରୁ ଜଣେ ଯୁବକଙ୍କ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ତେବେ ଯୁବକ ଜଣକଙ୍କ ପରିଚୟ ମିଳିପାରି ନଥିବା ବେଳେ କେଉଁ କାରଣରୁ ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ତାହା ବର୍ତ୍ତମାନ ପର୍ଯ୍ୟନ୍ତ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.