ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬,୪୯୮ ଆକ୍ରାନ୍ତ ଚିହ୍ନଟ : ୨୧୨୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬,୪୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ମୃତ୍ୟୁ ସଂଖ୍ୟା ୨୧୨୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୯ଲକ୍ଷ ୯୬ ହଜାର ୪୭୩ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୯ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭୩ ଲକ୍ଷ ୪୧ ହଜାର ୪୬୨ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୩୦୩୭୦୨ ।

Leave A Reply

Your email address will not be published.