ପର୍ଯ୍ୟଟକଙ୍କ ପାଇଁ ଆଜିଠାରୁ ଖୋଲିଲା ଐତିହ୍ୟ ସ୍ଥଳୀ ତାଜମହଲ

ନୂଆଦିଲ୍ଲୀ : ପର୍ଯ୍ୟଟକଙ୍କ ପାଇଁ ଆଜିଠାରୁ ଖୋଲୁଛି ଐତିହ୍ୟ ସ୍ଥଳୀ ତାଜମହଲ । ତାଜମହଲରେ ପର୍ଯ୍ୟଟକଙ୍କ ପ୍ରବେଶ ପୁଣି ମିଳିଲା ଅନୁମତି । ଏ ନେଇ ଆଗ୍ରା ଏଏସ୍‌ଆଇ ମଙ୍ଗଳବାର ସୂଚନା ଦେଇଥିଲେ । ପର୍ଯ୍ୟଟକଙ୍କ ଲାଗି ସ୍ୱତନ୍ତ୍ର କୋଭିଡ୍‌ ପ୍ରୋଟୋକଲ୍‌ ରହିଛି । ନିର୍ଦ୍ଦେଶାବଳୀ ଅନୁଯାୟୀ ପର୍ଯ୍ୟଟକ ତାଜମହଲ ପରିଦର୍ଶନ କରିପାରିବେ ବୋଲି କହିଛନ୍ତି ଏଏସ୍‌ଆଇ ।

Leave A Reply

Your email address will not be published.