ଡେଙ୍ଗରେ ବିଜେପି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗଛ ଲଗାଅ ଦେଶ ବଞ୍ଚାଅ ନାରା ଦେଇ ଆଜି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଡେଙ୍ଗଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ବଲାଙ୍ଗିର ଜିଲ୍ଲା ସାଂସଦ ଓ ସଇଁନ୍ତଲା ବ୍ଳକ ପ୍ରତିନିଧି ଅକ୍ଷୟ ରଣାଙ୍କ ନେତୃତ୍ୱରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସରୋଜ ସାହୁ, ସୁରେଶ ଦନ୍ତା, ଗୌର ରଣା, ମନୋଜ ମାଝୀ, ଝୁନୁ ମାଝୀ, କୁନା ରଣା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.