ବୃଦ୍ଧାଙ୍କୁ ଦଳିଦେଲା ହାତୀ

ସୁନ୍ଦରଗଡ : ଦିନକୁ ଦିନ ଜଙ୍ଗଲୀ ହାତୀଙ୍କ ଉପଦ୍ରବ ବଢୁଥିବା ବେଳେ ଆଜି ପୁଣି ସୁନ୍ଦରଗଡ ଜିଲ୍ଲା ନୂଆଗାଁ ବ୍ଲକ୍ କର୍କଟନସ ପଞ୍ଚାୟତର ପୋଟବ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର ହୋଇଥିବା ଜଣାପଡିଛି । ଶୌଚ ହେବା ପାଇଁ ଘରୁ ବାହାରକୁ ଯାଇଥିବା ସମୟରେ ଆକ୍ରମଣର ଶିକାର ହୋଇ ଗୁରୁତର ଅବସ୍ଥାରେ ହାତିବରୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆର୍‌ଜିଏଚ୍‌ରେ ଭର୍ତ୍ତି କରାଯାଇଛି । ଗୁରୁତର ବୃଦ୍ଧା ଜଣକ ହେଲେ ଶାନନ୍ଦ ଓନାହା ।

Leave A Reply

Your email address will not be published.