jsm

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି ।

ବଲାଙ୍ଗିର ପୌରାଚଂଳ ୱାର୍ଡ ନଂ.୧୫, ୱାର୍ଡ ନଂ.୨୦, ୱାର୍ଡ ନଂ. ୨୧ ଏବଂ ୱାର୍ଡ ନଂ.୭ରୁ ଜଣେ ଲେଖାଏଁ ଏବଂ ୱାର୍ଡ ନଂ.୨ର ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବେଲପଡା ବ୍ଲକ କାନୁଟ ଗ୍ରା.ପ.ରୁ ଜଣେ, ଖପ୍ରାଖୋଲ ବ୍ଲକ ଖପ୍ରାଖୋଲ ଗ୍ରା.ପ.ରୁ ଜଣେ, ଲୋଇସିଂହା ବ୍ଲକ ତଲିଉଡାର ଗ୍ରା.ପ.ରୁ ୨ଜଣ, ପାଟଣାଗଡ ଏନଏସି ୱାର୍ଡ ନଂ. ୯ରୁ ଜଣେ, ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପ. ଏବଂ ସମରା ଗ୍ରା.ପ.ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

yuvodaya
Leave A Reply

Your email address will not be published.