jsm

ବେନିୟମ ଭାବେ ବାଲି ଚାଲାଣ : ୫୦ ହଜାର ଟଙ୍କା ଜୋରିମାନା ଆଦାୟ

csstore

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ଆଜି ସୋନପୁର ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୬ଟି ଟ୍ରାକ୍ଟରକୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୬ଟି ଟ୍ରାକ୍ଟରରୁ ୫୦,୦୦୦ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଏହି ଚଢ଼ାଉ ସମୟରେ ଅତିରିକ୍ତ ତହସିଲଦାର ପ୍ରମୋଦ କୁମାର ମେହେର ଓ ରାଜସ୍ୱ ନିରୀକ୍ଷକ ସୁଧୀର କୁମାର ପାଣ୍ଡିଆ ପ୍ରମୁଖ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.